ବରିଷ୍ଠ-କନିଷ୍ଠ ଖେଳାଳିଙ୍କ ମଧ୍ୟରେ ଫାଟ ସୃଷ୍ଟି ହେବା କାରଣରୁ ଭାରତୀୟ ଦଳ ଭାଙ୍ଗି ପଡ଼ିଥିଲା; ଖେଳାଳିମାନେ ପରସ୍ପର ସହ କଥା ହେଉ ନ ଥିଲେ
ନୂଆଦିଲ୍ଲୀ,୨୪।୧୧: ଯେତେବେଳେ ଏକ ଦଳ ଏକଜୁଟ ହୋଇ ଖେଳିବାରେ ବିଫଳ ହୁଏ, ସେତେବେଳେ ଏହାର ପ୍ରଦର୍ଶନ ଉପରେ ନିଶ୍ଚିତ ଭାବରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ୧୯୯୨ ବିଶ୍ୱକପ ସମୟରେ ଭାରତୀୟ ଦଳ ସହିତ ଠିକ ଏୟା ହିଁ ଘଟିଥିଲା, ଯେଉଁଠାରେ ଦଳ…

