ହସ୍ପିଟାଲରେ ବରିଷ୍ଠ ନାଗରିକଙ୍କୁ ଘୋଷାରିନେଲେ ଛତରପୁର, ୨୧।୪: ମଧ୍ୟପ୍ରଦେଶର ଛତରପୁର ଜିଲା ଚିକିତ୍ସାଳୟରେ ଜଣେ ୭୦ ବର୍ଷୀୟ ବରିଷ୍ଠ ନାଗରିକ ଉଦ୍ଧବ ସିଂଙ୍କୁ ୨ ଜଣ ବ୍ୟକ୍ତି ଘୋଷାରି ନେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ନୌଗାଓଁ ନିବାସୀ ଉଦ୍ଧବ ଗତ ୧୭ରେ ସ୍ତ୍ରୀଙ୍କ...