ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ
କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର ଦୁଇଜଣ ବରିଷ୍ଠ ସାମରିକ ଅଧିକାରୀ ରହିଛନ୍ତି। ଦକ୍ଷିଣ-ପଶ୍ଚିମ ସହର କିକୱିଟରୁ ରାଜଧାନୀ କିନଶାସାକୁ…

