ଚିରାଗ ହେବେ ଉପ ମୁଖ୍ୟମନ୍ତ୍ରୀ! ବଡ ଭବିଷ୍ୟବାଣୀ କଲେ ବରିଷ୍ଠ ଖବରଦାତା ପାଟନା,୧୭।୧୧: ୨୦୨୦ ବିହାର ବିଧାନସଭା ନିର୍ବାଚନରେ NDA ଏକ ବଡ଼ ବିଜୟ ହାସଲ କରିଥିଲା ଏବଂ ମହାଗଠବନ୍ଧନ ଏକ ବଡ଼ ପରାଜୟ ବରଣ କରିଥିଲା। ଲୋକ ଜନ ଶକ୍ତି ପାର୍ଟି (ରାମ ବିଳାସ ପାସୱାନ) ମଧ୍ୟ ବିହାରରେ ଅଭୂତପୂର୍ବ ସଫଳତା...