IND vs BAN: ଚଳିତ ବର୍ଷ ବାଂଲାଦେଶ ଗସ୍ତ କରିପାରେ ଭାରତୀୟ ଟିମ, BCCIକୁ ନିମନ୍ତ୍ରଣ, ସେପ୍ଟେମ୍ବରରେ… ନୂଆଦିଲ୍ଲୀ,୨।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଶୁକ୍ରବାର ଘୋଷଣା କରିଛି ଯେ ଭାରତୀୟ ଦଳ ଚଳିତ ବର୍ଷ ସେପ୍ଟେମ୍ବରରେ ବାଂଲାଦେଶ ଗସ୍ତ କରିବ, ଯେଉଁଠାରେ ଦୁଇ ଦଳ ତିନୋଟି ଦିନିକିଆ ଏବଂ ସମାନ ସଂଖ୍ୟକ T20 ଅନ୍ତର୍ଜାତୀୟ ଖେଳିବେ। ତଥାପି,...