ସର୍ଭିସ ରୋଡ୍ ଜାମ୍, ଘଣ୍ଟାଘଣ୍ଟା ଧରି ଅଟକିଲା ଗାଡ଼ିମୋଟର ଧର୍ମଶାଳା,୨୯ା୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ଛକ ନିକଟରେ ଥିବା ସର୍ଭିସ ରୋଡ୍ଟି ବାରମ୍ବାର ଜାମ୍ ରହୁଥିବା ଦେଖିବାକୁ ମିଳୁଛି। ପୋଲିସ ପ୍ରଶାସନର ଖାମଖିଆଲି ପାଇଁ ଏଭଳି ସ୍ଥିତି ହେଉଥିବା ଅଭିଯୋଗ ହୋଇଛି।...