୩୧ ଜାନୁଆରୀରୁ ବଜେଟ ଅଧିବେଶନ, ଫେବୃଆରୀ ୧ରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ… ନୂଆଦିଲ୍ଲୀ,୧୧।୧ : ୨୦୨୪ ବର୍ଷ ପାଇଁ ସଂସଦର ବଜେଟ ଅଧିବେଶନ ଚଳିତ ମାସ ୩୧ରୁ ଆରମ୍ଭ ହେବ। ବଜେଟ ଅଧିବେଶନ ୧୦ ଦିନର ହେବ । ଏହା ୯ ଫେବୃଆରୀ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମଧ୍ୟବର୍ତ୍ତୀକାଳୀନ ବଜେଟ...