ଅଚାନକ ଡହ ଜଳଭଣ୍ଡାରରେ ପହଞ୍ଚିଲେ ଆର୍ଡିସି ବିଜୟ ଅମୃତା କୁଲାଙ୍ଗେ, ସ୍ଥିତି ସମୀକ୍ଷା କରି…
ଭଞ୍ଜନଗର,୧୮ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାବାସୀ ଗତବନ୍ୟାରୁ ମୁକୁଳି ନ ଥିବାବେଳେ ପୁଣି ଏକ ସମ୍ଭାବ୍ୟ ବାତ୍ୟା ଆଶଙ୍କା ସୃଷ୍ଟି ହୋଇଛି। ଆସନ୍ତା ୧୯ ଓ ୨୦ ତାରିଖ ଗୁରୁବାର ଓ ଶୁକ୍ରବାରରେ ଏହାର ପ୍ରଭାବ ପଡ଼ିବା ସମ୍ଭାବନା ଥିବାରୁ ଗଞ୍ଜାମ ଜିଲା…

