ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା ଅଭିଯୁକ୍ତଙ୍କୁ ସାଇବର ଠକେଇ ମାମଲାରେ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ରିପୋର୍ଟ...