ଯୌନଶୋଷଣ ନିରୋଧ ଆଇନ ସଚେତନତା
ପୁରୁଷୋତ୍ତମପୁର,୨୮ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକ ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ଶନିବାର ଯୌନଶୋଷଣ ନିରୋଧ ଆଇନ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଇନସେବା କମିଟିର ଅଧ୍ୟକ୍ଷ ସିନିୟର ସିଭିଲ ଜଜ୍ ତଥା…
ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ
ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍ସୋ କୋର୍ଟ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବରୁ ଶାକୁମ୍ବରୀ ପୀଠାଧୀଶ୍ୱର ଆଶୁତୋଷ ବ୍ରହ୍ମଚାରୀ ମହାରାଜ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଯୌନ…
ଗୁରୁ ନାଁରେ କଳଙ୍କ: ଯୌନ ନିର୍ଯାତନା ଦେବାରୁ ଆତ୍ମହତ୍ୟା କରିଥିଲେ ଛାତ୍ରୀ, କୋର୍ଟ ଚାଲାଣ ହେଲେ ଶିକ୍ଷକ
ଗୋଲାମୁଣ୍ଡା,୮ା୯(ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ଥାନା ଅନ୍ତର୍ଗତ ଦଶପୁର ଫାଣ୍ଡି ଅଧୀନ ବନ୍ଧଗାଁରେ ଗତ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଥିଲା। ସ୍ଥାନୀୟ ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇ ଶେଷରେ ବିଷ ପିଇ ଆତ୍ମହତ୍ୟା କରିଥିଲେ।…
କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ଅଭିଯୋଗ: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ପରେ ଶିକ୍ଷକ ନିଲମ୍ବିତ
ବାରିପଦା,୨୮ା୭(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ପ୍ରତିମାଦେଇପୁର ବିଦ୍ୟାଳୟର କୁନିକୁନି ଛାତ୍ରୀଙ୍କୁ ଯୌନ ଶୋଷଣ ନେଇ ଭଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ନେଇ ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ଚାକିରିରୁ ନିଲମ୍ବନ କରିଛନ୍ତି। ଏଭଳି ଘଟଣା…
ଶୌଚ ହେବା ପାଇଁ ଯାଇ ବଳାତ୍କାର ଶିକାର ହେଲେ ନାବାଳିକା
ରାଇରଙ୍ଗପୁର,୨୭ା୧୦(ମାନସ ମହାନ୍ତି): ମୟୂରଭଞ୍ଜ ଜିଲା ଯାମଦା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ନାବାଳିକା ତାଙ୍କ ଘର ନିକଟସ୍ଥ ପଡ଼ିଆକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ଜନୈକ ଯୁବକ ଜବରଦସ୍ତ ବଳାତ୍କାର କରି ଘଟଣାସ୍ଥଳରୁ ଖସି ପଳାଇଥିଲେ।…
Archives


