ସେଚେଲସ୍କୁ ଭାରତର ୧୭୫ ନିୟୁତ ଡଲାର ସହାୟତା ନୂଆଦିଲ୍ଲୀ,୧୦ା୨: ସେଚେଲସ୍କୁ ୧୭୫ ନିୟୁତ ଡଲାର ଅର୍ଥ ସହାୟତା ଯୋଗାଇ ଦେବାକୁ ଭାରତ ସରକାର ସୋମବାର ଘୋଷଣା କରିଛନ୍ତି। ଆଫ୍ରିକାର ଦକ୍ଷିଣ ପୂର୍ବ ଉପକୂଳରେ ଅବସ୍ଥିତ ଏହି ଦ୍ୱୀପପୁଞ୍ଜ ରାଷ୍ଟ୍ରର ବିକାଶମୂଳକ କାର୍ଯ୍ୟ ପାଇଁ ଏହି ରାଶି ଯୋଗାଇ ଦିଆଯିବ ବୋଲି କୁହାଯାଇଛି।…