ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍ ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ ରଖି ତ୍ୱରାନ୍ବିତ ଭାବେ କାମ ସମ୍ପୂର୍ଣ୍ଣ କରାଯାଇଥିବା ବେଳେ, ବ୍ରିଜ୍ ଖୋଲାଯିବା ଫଳରେ…