ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’ ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ ଦେଶର ପୂର୍ବତନ ଖେଳାଳିମାନଙ୍କୁ ପରିହାସ କରିଥିଲେ। ଏହି ମାମଲା ଏବେ ଉଗ୍ର ରୂପ…