ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି ଇସଲାମାବାଦ୍,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କେବଳ ବାବର ଆଜମ ନୁହେଁ ନିଜ ଜ୍ୱାଇଁ…