ଆଶୀର୍ବାଦର ଛାଇ
ସମାଜରେ ଲୋକମାନେ ଯେତେବେଳେ ଜାଣିବାକୁ ପାଆନ୍ତି ଯେ ଝିଅ ବଦଳରେ ପୁଅଟିଏ ଜନ୍ମ ହୋଇଛି, ସେହି ମୁହୂର୍ତ୍ତରେ ସେମାନଙ୍କ ମନ ଆନନ୍ଦର ସବୁ ସୀମାକୁ ଲଙ୍ଘିଯାଇଥାଏ। ପରବର୍ତ୍ତୀ ସମୟରେ, ହାତଧରି ଚାଲି ଶିଖାଇବାଠାରୁ ଆରମ୍ଭ କରି କାନ୍ଧରେ ବସେଇ ଯାନିଯାତ୍ରା ବୁଲାଇବା…