ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ପୂର୍ବତନ ସରପଞ୍ଚ ଶାଗୁ ମାଝୀ, କ୍ଷତିପୂରଣ ପାଇଁ ଦାବି ଥୁଆମୂଳ ରାମପୁର, ୨୫ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଧୂଳିଗୁଡ଼ା ଛକ ନିକଟରେ ଘଟିଥିବା ସଡ଼କ ଦୁର୍ଘଟଣାରେ ଆହତ ହୋଇଥିବା ପୂର୍ବତନ ସରପଞ୍ଚ ଶାଗୁ ମାଝୀଙ୍କର ପରଲୋକ ଘଟିଛି । ଗତ ଶନିବାର ଅପରାହ୍ନରେ ଏକ…