ଦୁଃଖ କରୁଛି ପାକିସ୍ତାନ ! ମୋଦିଙ୍କୁ ନେଇ ଶାହବାଜ ସରିଫଙ୍କ ପରାମର୍ଶଦାତା କହିଲେ ଏମିତି କଥା ସବୁଠି ହେଉଛି ଚର୍ଚ୍ଚା ଇସଲାମାବାଦ,୧୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଜଣେ ପ୍ରମୁଖ ପରାମର୍ଶଦାତା ରାଣା ସାନାଉଲ୍ଲା ଖାନଙ୍କ ଏକ ବୟାନ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହିତ, ସେ ଭାରତ ସହିତ ସମ୍ପର୍କର ଅବନତି ପାଇଁ ପାକିସ୍ତାନୀ ନେତାମାନଙ୍କୁ…