Tag Archives: Shaheen Afridi

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କେବଳ ବାବର ଆଜମ ନୁହେଁ ନିଜ ଜ୍ୱାଇଁ…

୨ ମ୍ୟାଚ୍‌ ହାରି ବି ଚେତା ପଶିନି: ଭାରତକୁ ଫାଇନାଲରେ ଦେଖିଦେବୁ ବୋଲି ଧମକ ଦେଲେ ପାକିସ୍ତାନ…

ଆବୁଧାବି,୨୪ା୯: ନିକଟ ଅତୀତରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତର ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ-ପାକ୍‌ ମ୍ୟାଚ୍‌କୁ ପୂର୍ବଭଳି ତୀବ୍ର ପ୍ରତିଦ୍ୱନ୍ଦ୍ୱିତା କୁହାଯିବା ଉଚିତ ନୁହେଁ ବୋଲି ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ ମତ ଦେଇଥିଲେ। ଏ ସମ୍ପର୍କରେ ବାଂଲାଦେଶ…

ଗୋଟିଏ ଭୁଲ୍‌ ପଡ଼ିଲା ଭାରୀ: ପାକିସ୍ତାନ ଖେଳାଳିଙ୍କ ଉପରେ ଲାଗିଲା ଜୋରିମନା

ନୂଆଦିଲ୍ଲୀ,୧୩।୨: ଆଇସିସି ତିନି ଜଣ ପାକିସ୍ତାନୀ ଖେଳାଳିଙ୍କ ଉପରେ ଜୋରିମନା ଲଗାଇଛି। ପାକିସ୍ତାନ ଶାହିନ ଆଫ୍ରିଦି, ସୌଦ ଶକିଲ ଏବଂ କମରାନ ଗୁଲାମଙ୍କୁ ଆଇସିସି ଦଣ୍ଡ ଦେଇଛନ୍ତି। ଗୁରୁବାର ଆଇସିସି ଏକ୍ସ ମାଧ୍ୟମରେ ଏହି ସୂଚନା ଦେଇଛି। ତ୍ରିକୋଣୀୟ ସିରିଜର ତୃତୀୟ…

ମ୍ୟାଚ୍‌ ହାରିବା ପରେ ଭୋ-ଭୋ ହୋଇ କାନ୍ଦିଲେ ଆଫ୍ରିଦି; ଅଟକାଇ ପାରିଲେନି କୋଚ୍‌… 

ନୂଆଦିଲ୍ଲୀ,୨୮।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ ସତ୍ତ୍ୱେ ପାକିସ୍ତାନ ପରାଜୟର ସ୍ବାଦ ଚାଖିଛି। ଏହାକୁ ନେଇ ଦଳ ବେଶ ନିରାଶ ହୋଇଥିବା ବେଳେ ଦ୍ରୁତ ବୋଲର ଶାହିନ ଶାହ ଆଫ୍ରିଦି ଲୁହକୁ ରୋକି ପାରି ନ ଥିଲେ। ଡଗ୍‌ଆଉଟ୍‌ରେ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?