ଈଶାନଙ୍କ ପ୍ରେମରେ ଉବୁଟୁବୁ ହେଉଛନ୍ତି ଆଲିଆଙ୍କ ବଡ଼ ଭଉଣୀ ମୁମ୍ବାଇ: ପ୍ରେମରେ ପଡ଼ିଛନ୍ତି ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ଭଉଣୀ ଶାହୀନ ଭଟ୍ଟ। ସର୍ବଦା ଲାଇମ୍ଲାଇଟ୍ରୁ ଦୂରରେ ରହିବାକୁ ପସନ୍ଦ କରନ୍ତି ସେ। ହେଲେ ସୋସିଆଲ ମିଡିଆରେ ସେ ବେଶ ଆକ୍ଟିଭ। ନିକଟରେ ସେ ଏକ ବଡ଼ ଘୋଷଣା କରିଛନ୍ତି।...