କିଏ ସେହି ଶକ୍ତି ଦୁବେ: ଯିଏ ହେଲେ UPSC ଟପ୍ପର, ଜାଣନ୍ତୁ କେମିତି ଥିଲା ତାଙ୍କ ଯାତ୍ରା ପ୍ରୟାଗରାଜ,୨୨।୪: ୟୁନିଅନ ପବ୍ଲିକ ସର୍ଭିସ କମିଶନ (UPSC) ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ଆଜି ପ୍ରକାଶ ପାଇଛି। ଶକ୍ତି ଦୁବେ UPSC ସିଭିଲ ସର୍ଭିସେସ ପରୀକ୍ଷା ୨୦୨୪ରେ ଶୀର୍ଷ ସ୍ଥାନ ହାସଲ କରି ଦେଶ ପାଇଁ ଗୌରବ ଆଣିଛନ୍ତି।...