ସନ୍ନ୍ୟାସ ଘୋଷଣା କଲେ ମହମ୍ମଦ ଶାମି: ଭାରତୀୟ ଦଳକୁ ଫେରିବା ସ୍ବପ୍ନରେ ପଡ଼ିଲା ପୂର୍ଣ୍ଣଚ୍ଛେଦ, ଭାବପ୍ରବଣ ହୋଇ କହିଲେ…
ନୂଆଦିଲ୍ଲୀ,୭।୧୧: ଭାରତୀୟ କ୍ରିକେଟ ଦଳର ଅନ୍ୟତମ ଷ୍ଟାର୍ ଦ୍ରୁତ ବୋଲର ମହମ୍ମଦ ଶାମି ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଶୁକ୍ରବାର (ନଭେମ୍ବର ୬) ଶାମି ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରି ସମସ୍ତଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇବା ସହ…

