SI ପରୀକ୍ଷା ମହାଘୋଟାଲା: ମୋଷ୍ଟ ୱାଣ୍ଟେଡ୍ ଶଙ୍କର ପୃଷ୍ଟି ଲିଙ୍କ୍ରେ କ୍ରାଇମବ୍ରାଞ୍ଚ ରେଡ୍ ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ଏସ୍ଆଇ ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଜାଲିଆତି ଘଟଣା ସାମ୍ନାକୁ ଆସିବା ପରେ କ୍ରାଇମବ୍ରାଞ୍ଚ ଏକ ବଡ଼ ଧରଣର ଅଭିଯାନ ଆରମ୍ଭ କରିଛି। ଭୁବନେଶ୍ବରର ରଘୁନାଥପୁର ଅଞ୍ଚଳରେ ଥିବା ଏକ ପରୀକ୍ଷା କେନ୍ଦ୍ରରେ କ୍ରାଇମବ୍ରାଞ୍ଚ ଟିମ୍ ରେଡ୍ କରିଛି।…