‘ଗରିବ ଯଦି ମହାପ୍ରଭୁଙ୍କ ସାମଗ୍ରୀ ବିକ୍ରି କର’, ପୁରୀରେ ସାନ୍ତା ଟୋପି ବିକ୍ରିକୁ ନେଇ ବିବାଦ ଭୁବନେଶ୍ୱର: ବଡ଼ଦିନ ବା ଖ୍ରୀଷ୍ଟମାସ ଅବସରରେ ରାଜଧାନୀ ଭୁବନେଶ୍ୱରର ଏବଂ ଶ୍ରୀକ୍ଷେତ୍ର ପୁରୀର ରାସ୍ତା କଡ଼ରେ ସାନ୍ତା କ୍ଲଜ୍ ଟୋପି ଓ ଅନ୍ୟାନ୍ୟ ସାମଗ୍ରୀ ବିକ୍ରି କରୁଥିବା ବେପାରୀଙ୍କୁ କିଛି ବ୍ୟକ୍ତି ଦୁର୍ବ୍ୟବହାର ଏବଂ ହଇରାଣ କରିଥିବା ଅଭିଯୋଗ ହୋଇଛି।...