Tag Archives: Share Market

Stock Market Today: ନୂଆବର୍ଷର ପ୍ରଥମ ଦିନରେ ଉପର ମୁହାଁ ଷ୍ଟକ ମାର୍କେଟ, ମାଲେମାଲ ନିବେଶକ

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନ, ଜାନୁଆରୀ ୧, ୨୦୨୬ ରେ ଭାରତୀୟ ଷ୍ଟକ୍ ବଜାର ଜୋରଦାର ଆରମ୍ଭ ହୋଇଛି । ସକାଳ ପ୍ରାୟ ୯ଟା ୩୦ରେ, BSE ସେନସେକ୍ସ ୧୯୦ ପଏଣ୍ଟ ବୃଦ୍ଧି ପାଇ ୮୫,୪୧୦.୭୪ ରେ ପହଞ୍ଚିଥିଲା ।…

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା ୨.୫୪ ଲକ୍ଷରେ ପହଞ୍ଚିଥିଲା, କିନ୍ତୁ ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ କିଲୋ ପିଛା ୨୧…

ଶେୟାର ମାର୍କେଟରେ ନିବେଶକଙ୍କ ଉପରେ ବମ୍ପର ଟଙ୍କାର ବର୍ଷା, ଆସନ୍ତା ସପ୍ତାହରେ ଆସୁଛି…

ନୂଆଦିଲ୍ଲୀ,୩୧ା୮: ଆସନ୍ତାକାଲି ଅର୍ଥାତ୍‌ ସୋମବାରଠାରୁ ସେପ୍ଟେମ୍ବର ମାସ ଆରମ୍ଭ ହେଉଛି। ଏହା ସହିତ ଆସନ୍ତାକାଲିଠାରୁ ପରବର୍ତ୍ତୀ ବ୍ୟବସାୟିକ ସପ୍ତାହ ମଧ୍ୟ ଆରମ୍ଭ ହେଉଛି। ଏହି ସପ୍ତାହରେ ୮ଟି କମ୍ପାନୀର IPO ଖୋଲିବାକୁ ଯାଉଛି। ଏଥିମଧ୍ୟରୁ ଗୋଟିଏ ମେନବୋର୍ଡ IPO, ବାକି ୫ଟି…

ଇରାନ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ ପରେ ଧସିଲା ସେନସେକ୍ସ, ନିଫ୍ଟି; ତୈଳ ମୂଲ୍ୟରେ ତୀବ୍ର ବୃଦ୍ଧି

ନୂଆଦିଲ୍ଲୀ,୧୩।୬: ଶୁକ୍ରବାର କାରବାର ଆରମ୍ଭ ହେବା ପରେ ଶେୟାର ବଜାର ସୂଚକାଙ୍କ ତଳକୁ ଖସିଛି, କାରଣ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କରିବା ଯୋଗୁଁ ଭୂ-ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ସଂଘର୍ଷର ଖବର ପରେ ତୈଳ…

ଟ୍ରମ୍ପଙ୍କ ଟାରିଫ୍‌ ବୋମାରେ ଦୋହଲିଲା ଗ୍ଳୋବାଲ ମାର୍କେଟ୍‌: ଭାରତ ସମେତ ସାରା ବିଶ୍ୱର ଷ୍ଟକ ମାର୍କେଟ୍‌ରେ ହାହାକାର

ନୂଆଦିଲ୍ଲୀ,୭।୫: ଭାରତ ସମେତ ସାରା ବିଶ୍ୱର ଷ୍ଟକ ମାର୍କେଟ୍‌ରେ ସୋମବାର ହାହାକାର ଖେଳିଯାଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଲାଗୁ ହୋଇଥିବା ଟାରିଫ୍‌ ଏବଂ ଚୀନର ତୀବ୍ର ପ୍ରତିଶୋଧ ସାରା ବିଶ୍ୱର ଶେୟାର ବଜାରକୁ ଦୋହଲାଇ ଦେଇଥିଲା। ଚାଇନା ଆମେରିକାରୁ…

ଚାଇନାର ପ୍ରହାରରେ ଆମେରିକୀୟ ଶେୟାର ବଜାରରେ ହାହାକାର

ଓ୍ବାଶିଂଟନ୍‌,୪।୪: ବିଶ୍ୱର ଦୁଇଟି ବୃହତ୍‌ ଅର୍ଥନୀତି ପରସ୍ପର ସହିତ ଟାରିଫ୍‌ ଓ୍ବାର୍‌ ଆରମ୍ଭ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଚାଇନାରୁ ଆମଦାନୀ ହେଉଥିବା ସାମଗ୍ରୀ ଉପରେ ୩୪ ପ୍ରତିଶତ ପାରସ୍ପରିକ ଶୁଳ୍କ ଲଗାଇବାକୁ ଘୋଷଣା କରିବାର ଦିନକ ପରେ ବେଜିଂ…

୧୨ଲକ୍ଷ ଆୟ ପରେ ଷ୍ଟକ ମାର୍କେଟରୁ କରୁଛନ୍ତି କି ରୋଜଗାର? ଲାଗିବ ଟ୍ୟାକ୍ସ…

ନୂଆଦିଲ୍ଲୀ,୨।୨: ଅର୍ଥମନ୍ତ୍ରୀ ର୍ନିମଳା ସୀତାରାମନ୍‌ ବଜେଟରେ ମଧ୍ୟବିତ୍ତ ବର୍ଗକୁ ଖୁସି କରିଛନ୍ତି। ମଧ୍ୟବିତ୍ତ ବର୍ଗଙ୍କୁ ଏକ ବଡ଼ ଉପହାର ଦେଇ ଅର୍ଥମନ୍ତ୍ରୀ ୧୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକୁ ଟିକସମୁକ୍ତ କରିଛନ୍ତି। କିନ୍ତୁ ଯଦି ଆପଣ ଷ୍ଟକ ମାର୍କେଟରୁ ମଧ୍ୟ ରୋଜଗାର…

ତଳମୁହାଁ ଶେୟାର ବଜାର: ୭ ଲକ୍ଷ କୋଟି ହରାଇଲେ ନିବେଶକ

ମୁମ୍ବାଇ,୧୩।୧୨: ଭାରତୀୟ ଶେୟାର ବଜାରରେ ଶୁକ୍ରବାର ସେନସେକ୍ସ ୧,୨୦୦ ପେଣ୍ଟରୁ ଅଧିକ ହ୍ରାସ ପାଇଛି। ଗୁରୁବାର ରେକର୍ଡ ହୋଇଥିବା ୪୫୮.୧୫ ଲକ୍ଷ କୋଟି ଟଙ୍କା ତୁଳନାରେ ଆଜି ନିବେଶକଙ୍କ ସମ୍ପତ୍ତି ୬.୯୩ ଲକ୍ଷ କୋଟି ହ୍ରାସ ପାଇ ୪୫୧.୨୨ ଲକ୍ଷ କୋଟିରେ…

ଯୁଦ୍ଧ ପରେ ଚାଇନା ପ୍ରଭାବ: ତଳମୁହାଁ ଭାରତୀୟ ପୁଞ୍ଜି ବଜାର, ଲକ୍ଷାଧିକ କୋଟି ଟଙ୍କା ହରାଇଲେଣି ନିବେଶକ

ମୁମ୍ବାଇ,୭।୧୦: ମଧ୍ୟପ୍ରାଚ୍ୟ ବଡ଼ ଯୁଦ୍ଧାମୁହାଁ ହେଉଥିବା ବେଳେ ଋଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ପ୍ରଭାବରେ ଆମେରିକା, ୟୁରୋପ ସମେତ ଏସିଆ ପୁଞ୍ଜି ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ସୋମବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ ସୁଚକାଙ୍କ ସେନସେକ୍ସ…

ଷ୍ଟକ୍ ମାର୍କେଟରେ ହାହାକାର, ୧୮୦୦ ପଏଣ୍ଟ ହ୍ରାସ ପାଇଲା ସେନସେକ୍ସ: ନିବେଶକ ହରାଇଲେ ୧୦.୫୦ ଲକ୍ଷ କୋଟି

ମୁମ୍ବାଇ,୩।୧୦: ମଧ୍ୟପ୍ରାଚ୍ୟର ଭୀଷଣ ଯୁଦ୍ଧ ସ୍ଥିତିର ପ୍ରଭାବ ଶେୟାର ବଜାର ଉପରେ ଦେଖିବାକୁ ମିଳିଛି। ଫଳରେ ଘରୋଇ ତଥା ବିଦେଶୀ ପୁଞ୍ଜି ନିବେଶକାରୀମାନେ ଅତ୍ୟାଧିଅକ ଶେୟାର ବିକ୍ରି କରିବାରୁ ଭାରତୀୟ ଶେୟାର ବଜାର ଧରାଶାୟୀ ହୋଇଛି। ସେନସେକ୍ସ ୧୮୦୦ ଏବଂ ନିଫ୍ଟିରେ…

ପୁଣି ବିଶ୍ୱକୁ ଘାରିଲା ମାନ୍ଦାବସ୍ଥା ଚିନ୍ତା; ଶେୟାର ବଜାରରେ ୪.୫ ଲକ୍ଷ କୋଟି ହରାଇଲେ ନିବେଶକ

ନୂଆଦିଲ୍ଲୀ,୨ା୮: ଆମେରିକା ତଥା ବିଶ୍ୱକୁ ପୁଣିଥରେ ଘାରିଛି ମାନ୍ଦାବସ୍ଥା ଚିନ୍ତା। ଦୁଇ ଦିନ ତଳେ ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ ଫେଡେରେଲ ରିଜର୍ଭ ସୁଧହାର କମାଇବା ସଙ୍କେତ ଦେବା ପରେ ବିଶ୍ଵବ୍ୟାପୀ ଏହାର ସକାରାତ୍ମକ ପ୍ରଭାବ ଦେଖିବାକୁ ମିଳିଥିଲା, କିନ୍ତୁ ଶୁକ୍ରବାର ଏହାର…

ଭାରତରେ ପଡ଼ିଲା ଆମେରିକା ପ୍ରଭାବ, ଖସିଲା ସେୟାର ବଜାର

ମୁମ଼୍ବାଇ, ୦୨।୦୮: ଆମେରିକାରେ ଚିନ୍ତାଜନକ ଦର ବୃଦ୍ଧି ଏବଂ ଏସୀୟ ବଜାରରେ ହ୍ରାସର ପ୍ରଭାବ ଭାରତରେ ପଡ଼ିଛି । ଫଳରେ ନିଫ୍ଟି ଏବଂ ସେନ୍‌ସେକ୍ସ ଶୁକ୍ରବାର ଅହେତୁକ ହ୍ରାସର ସହ ଖୋଲିଛି । ବ୍ୟାଙ୍କିଂ, ଅଟୋ, ଆଇଟି ଏବଂ ଶକ୍ତି କ୍ଷେତ୍ରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri