Tag Archives: Share Market

ଅଗଷ୍ଟ ଆରମ୍ଭରୁ ଶେୟାର ବଜାରରେ ନୂଆ ରେକର୍ଡ; ସର୍ବକାଳୀନ ଉଚ୍ଚରେ ସେନସେକ୍ସ, ନିଫ୍ଟି

ନୂଆଦିଲ୍ଲୀ,୧।୮: ଘରୋଇ ଶେୟାର ବଜାରରେ ଅଗଷ୍ଟ ମାସର ପ୍ରଥମ ଦିନରୁ ଉତ୍ସାହ ଦେଖିବାକୁ ମିଳିଛି। ପ୍ରମୁଖ ଘରୋଇ ସୂଚକାଙ୍କ ମଧ୍ୟରୁ ନିଫ୍ଟି ୫୦ ଆଜି ପ୍ରାରମ୍ଭିକ କାରବାରରେ ୨୫ ହଜାର ମାର୍କ ଅତିକ୍ରମ କରିଛି। ଏହିପରି, ବଜାରରେ ଏକ ନୂତନ...

ବଜେଟ୍‌ ପୂର୍ବରୁ ଉଛୁଳିଲା ସେୟାର ମାର୍କେଟ୍‌, ବଢ଼ିଗଲା ସେନ୍‌ସେକ୍ସ-ନିଫ୍ଟି

ମୁମ଼୍ବାଇ, ୨୩।୦୭: ନୂଆ ସରକାର ଗଠନ ପରେ ପ୍ରଥମ ଥର ପାଇଁ ଆଜି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବାକୁ ଯାଉଛି । ସାଧାରଣ ଲୋକଙ୍କ ସମେତ ସେୟାର ମାର୍କେଟ୍‌ ନିବେଶକଙ୍କ ମଧ୍ୟ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ବଡ଼ ଆଶା...

ଆର୍ଥିକ ସର୍ଭେ ପୂର୍ବରୁ ଶେୟାର ବଜାର ଲାଲ୍; ଖସିଲା ସେନସେକ୍ସ, ନିଫ୍ଟି

ମୁମ୍ବାଇ,୨୨।୭: ଭାରତୀୟ ଶେୟାର ମାର୍କେଟରେ ସୋମବାର ଆରମ୍ଭରୁ ଧିମା ରହିଛି। ସପ୍ତାହର ପ୍ରଥମ ବାଣିଜ୍ୟ ଦିନ ଏବଂ ମୌସୁମୀ ଅଧିବେଶନ ଆରମ୍ଭ, ସେପଟେ କେନ୍ଦ୍ର ବଜେଟ ମଧ୍ୟ ଆସିବାକୁ ଯାଉଛି। ଏହି ଅବସରରେ ବ୍ୟାଙ୍କ ନିଫ୍ଟି ସମେତ ଆଇଟି ଏବଂ...

ଭାରତୀୟ ଶେୟାର ବଜାରରେ ଲାଗି ରହିଛି ଉତ୍ସାହ; ସେବିକୁ ସତର୍କ କରାଇଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୪ା୭: ଗଲା କିଛି ଦିନ ହେବ ଭାରତୀୟ ଶେୟାର ବଜାରରେ ଉତ୍ସାହ ଲାଗି ରହିଥିଲା ବେଳେ ସେନସେକ୍ସ ପ୍ରଥମ ଥର ପାଇଁ ୮୦,୦୦୦ ହଜାର ପଏଣ୍ଟ ଅତିକ୍ରମ କରିଛି। ନିଫ୍ଟି ୫୦ ମଧ୍ୟ ଐତିହାସିକ ୨୪,୦୦୦ ପଏଣ୍ଟ ଅତିକ୍ରମ କରିଛି।...

୭୯,୦୦୦ ପାର ସେନସେକ୍ସ; ସର୍ବକାଳୀନ ଉଚ୍ଚ ସ୍ତରର ନିଫ୍ଟି

ମୁମ୍ବାଇ,୨୭।୬: ନିରନ୍ତର ଚତୁର୍ଥ ଦିନ ପାଇଁ ଭାରତୀୟ ଶେୟାର ବଜାରର ଉତ୍ସାହ ଦେଖିବାକୁ ମିଳିଛି। ସେନସେକ୍ସ ପ୍ରଥମ ଥର ପାଇଁ ୭୯,୦୦୦ ପାର କରି ଐତିହାସିକ ସ୍ତରରେ ପହଞ୍ଚିଛି। ସେହିଭଳି ବିଏସଇ ନିଫ୍ଟି ମଧ୍ୟ ୨୩,୯୭୪.୭୦ ପଏଣ୍ଟ ଛୁଇଁଛି। ବ୍ୟାଙ୍କ...

ସର୍ବୋଚ୍ଚ ସ୍ତରରେ ସେନ୍‌ସେକ୍ସ, ୨୪,୦୦୦ ପଏଣ୍ଟ ନିକବର୍ତ୍ତି ନିଫ୍ଟି

ନୂଆଦିଲ୍ଲୀ,୨୬।୬(ଅଭୟ ଦାଶ): ଚଳିତ ସାଧାରଣ ନିର୍ବାଚନ ଫଳାଫଳ ପରେ ଘରୋଇ ଶେୟାର ବଜାରର କାରବାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏପରିକି ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନ୍‌ସେକ୍ସ ଅଲ ଟାଇମ ହାଇ ବା ସର୍ବୋଚ୍ଚ ସ୍ତର (୭୮,୧୬୪.୭୧ଅଙ୍କ)...

”ଭାରତୀୟଙ୍କ ପାଇଁ ଭଲ ସମୟ…” ଶେୟାର ମାର୍କେଟକୁ ନେଇ ଭବିଷ୍ୟବାଣୀ କଲେ ଗୌତମ ଆଦାନୀ

ମୁମ୍ବାଇ, ୧୯।୬: ଭାରତୀୟ ଅର୍ଥନୀତିକୁ ନେଇ ବଡ଼ ଭବିଷ୍ୟବାଣୀ କରିଛନ୍ତି ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀ। ଆଗାମୀ ଦୁଇ ଦଶନ୍ଧି ଭାରତୀୟ ମାନଙ୍କ ପାଇଁ ସୁବର୍ଣ୍ଣ ଯୁଗ ହେବାକୁ ଯାଉଛି। ଭାରତ ଆସନ୍ତା ୧୨ରୁ ୧୮ ମାସ ମଧ୍ୟରେ ଏହାର...

ଶେୟାର ବଜାରରେ ପୁଣି ରେକର୍ଡ, ସର୍ବୋଚ୍ଚ ଛୁଇଁଲା ନିଫ୍ଟି

ନୂଆଦିଲ୍ଲୀ, ୧୨।୬: ଶେୟାର ବଜାର ଖୋଲିବାର ଏକ ଘଣ୍ଟା ପୂର୍ବରୁ ନୂଆ ଇତିହାସ ରଚିଛି ନିଫ୍ଟି। ୨୩,୪୨୦.୩୫ ପଏଣ୍ଟରେ ପହଞ୍ଚି ରେକର୍ଡ କରିଛି । ପୂର୍ବରୁ ଏହି ରେକର୍ଡ ୨୩,୪୧୧.୯୦ ପଏଣ୍ଟ ରହିଥିଲା । ଦୁଇଦିନ ତଳେ ଅର୍ଥାତ ସପ୍ତାହର...

କାରବାର ଆରମ୍ଭରୁ ଲାଲ୍‌ ହୋଇଗଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୧।୬: ଭାରତୀୟ ଶେୟାର ବଜାର ମଙ୍ଗଳବାର କାରବାର ଆରମ୍ଭରୁ ବୃଦ୍ଧି ସହିତ ଖୋଲିଥିବା ବେଳେ ନିଫ୍ଟି ସଙ୍ଗେସଙ୍ଗେ ଲାଲ୍‌ ହୋଇଯାଇଥିବା ଦେଖିବାକୁ ମିଳିଛି। ବ୍ୟାଙ୍କ ନିଫ୍ଟିରେ ହ୍ରାସ ଘଟି ଏହା ୪୯,୫୩୯ ପଏଣ୍ଟ ତଳକୁ ଖସି ଆସିଛି ।...

ଇତିହାସ ରଚିବା ପରେ ଖସିଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୦।୬: ସପ୍ତାହର ପ୍ରଥମ ଦିନ ଶେୟାର ମାର୍କେଟ ଏହାର ପୁରୁଣା ରେକର୍ଡ ଭାଙ୍ଗି ନୂଆ ଇତିହାସ ରଚିଥିଲା। ହେଲେ ସୋମବାର କାରବାର ଶେଷ ବେଳକୁ ବଜାରରେ ହ୍ରାସ ହୋଇଥିଲା । ଆଇଟି ଏବଂ ବ୍ୟାଙ୍କିଙ୍ଗ୍‌ ସେକ୍ଟର ଆଜି ଭଲ...

ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ବଜାର

ମୁମ଼୍ବାଇ, ୧୦।୦୬: ଦେଶରେ ପୁଣିଥରେ ମୋଦି ସରକାର ଆସିବା ପରେ ସେୟାର ବଜାରରେ ଉତ୍ସାହ ଦେଖିବାକୁ ମିଳିଛି । ରବିବାର ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଶପଥ ନେଇଛନ୍ତି । ଏହାର ପ୍ରଭାବ ସେୟାର ମାର୍କେଟ୍‌ ଉପରେ ପଡ଼ିଛି...

ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ମାର୍କେଟ୍‌

ମୁମ଼୍ବାଇ, ୭ା୬: ଦେଶରେ ପୁଣିଥରେ ମୋଦି ସରକାର ଏବଂ ରିଜର୍ଭ ବ୍ୟାଙ୍କ୍‌ର ନିଷ୍ପତ୍ତିର ପ୍ରଭାବ ସେୟାର ବଜାର ଉପରେ ପଡ଼ିଥିବା ଦେଖିବାକୁ ମିଳିଛି।  ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସର ସୂଚକାଙ୍କ ୧୭୦୦ ଅଙ୍କ ବୃଦ୍ଧି ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri