Delhi Riots: ସରଜିଲ୍ ଇମାମ୍ ଓ ଉମର ଖାଲିଦଙ୍କୁ ମିଳିଲାନି ଜାମିନ, ଆଉ ୫ ଅଭିଯୁକ୍ତଙ୍କୁ ସୁପ୍ରିମକୋର୍ଟ…. ନୂଆଦିଲ୍ଲୀ,୫।୧: ଦିଲ୍ଲୀ ଦଙ୍ଗା ସହିତ ଜଡିତ ଅଭିଯୋଗରେ ଗତ ପାଞ୍ଚ ବର୍ଷ ଧରି ଜେଲରେ ଥିବା ଉମର ଖାଲିଦ ଏବଂ ସରଜିଲ୍ ଇମାମ୍ଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ହାଇକୋର୍ଟ ପରେ, ସୁପ୍ରିମକୋର୍ଟ ଏବେ ସେମାନଙ୍କର ଜାମିନ ଆବେଦନକୁ...