ଶୁଭେନ୍ଦୁ ଅଧିକାରୀଙ୍କ ପିଏଙ୍କୁ ହତ୍ୟା କରିବାକୁ ବିହାରରୁ ଆସିଥିଲେ ଶାର୍ପସୁଟର, ମର୍ଡର ପାଇଁ ହୋଇଥିଲା ଏତିକି ଟଙ୍କାର ଡିଲ୍ କୋଲକାତା,୮ା୫: ପଶ୍ଚିମବଙ୍ଗରେ ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସଚିବ(ପିଏ) ଚନ୍ଦ୍ରନାଥ ରଥଙ୍କ ହତ୍ୟାକାଣ୍ଡର ତଦନ୍ତ ଦ୍ରୁତଗତିରେ ଆଗକୁ ବଢ଼ୁଛି। ଶୁଭେନ୍ଦୁ ନିଜେ କହିଛନ୍ତି ଯେ, ତଦନ୍ତ ସଠିକ୍ ଦିଗରେ ଆଗକୁ ବଢ଼ୁଛି। ହତ୍ୟାକାଣ୍ଡ ସମ୍ପର୍କରେ ଏବେ ଏକ ବଡ଼ ଖୁଲାସା…