ପୁଣି ମଧ୍ୟସ୍ଥତା କରିବାକୁ ତେହରାନ ପହଞ୍ଚିଲା ପାକିସ୍ତାନ! ଶେହବାଜ-ମୁନିର ପଠାଇଛନ୍ତି ବାର୍ତ୍ତା ତେହରାନ,୭।୬: ପାକିସ୍ତାନର ଗୃହମନ୍ତ୍ରୀ ମୋହସିନ ନକଭି ପୁଣି ଥରେ ତେହରାନରେ ପହଞ୍ଚିଛନ୍ତି। ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ବାର୍ତ୍ତା ଦେବା ପାଇଁ ନକଭି ଇରାନ ଯାତ୍ରା କରିଛନ୍ତି। ପାକିସ୍ତାନର ଶୀର୍ଷ ନେତୃତ୍ୱର ଜଣେ ପ୍ରମୁଖ…