ଭାରତକୁ ସହଯୋଗର ହାତ ବଢାଇଲା ପାକିସ୍ତାନର ଖାସ୍ ବନ୍ଧୁ: ଶେହବାଜ୍ ସରକାରଙ୍କୁ ବଡ଼ ଝଟ୍କା
ନୂଆଦିଲ୍ଲୀ,୨୮।୪: ପାକିସ୍ତାନକୁ ଏକ ବଡ଼ ଝଟକା ଲାଗିଛି। ଏହାର ଘନିଷ୍ଠ ବନ୍ଧୁ ଆଜରବାଇଜାନ ଅହମ୍ମଦାବାଦକୁ ସିଧାସଳଖ ବିମାନ ସେବା ଆରମ୍ଭ କରି ଭାରତ ସହିତ ସମ୍ପର୍କକୁ ଆହୁରି ଆଗକୁ ବଢାଇବାକୁ ନିଷ୍ପତ୍ତି ନେଇଛି। ଏହି ସେବା ଜୁଲାଇ ମାସରୁ ଆରମ୍ଭ ହେବ।…
ପହଲଗାମ ଆତଙ୍କବାଦୀ ଆକ୍ରମଣର ନିରପେକ୍ଷ, ସ୍ବଚ୍ଛ ତଦନ୍ତରେ ଯୋଗଦେବାକୁ ପାକିସ୍ତାନର ପ୍ରସ୍ତାବ
ଇସ୍ଲାମାବାଦ/ଲାହୋର୨୮ା୪: ପାକିସ୍ତାନ ପହଲଗାମ ଆତଙ୍କବାଦୀ ଆକ୍ରମଣର ଯେକୌଣସ ‘ନିରପେକ୍ଷ ଏବଂ ସ୍ବଚ୍ଛ’ ତଦନ୍ତରେ ଯୋଗ ଦେବାକୁ ପ୍ରସ୍ତାବ ଦେଇଛି, ଯେଉଁଥିରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା। ପହଲଗାମରେ ଏହି ଦୁଃଖଦ ଘଟଣାର ଏକ ଚିରସ୍ଥାୟୀ ଦୋଷାରୋପ ଖେଳର ଆଉ ଏକ ଉଦାହରଣ,…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର
ନୂଆଦିଲ୍ଲୀ,୧୫।୧୦: ପାକିସ୍ତାନରେ ଏସସିଓ ଶିଖର ସମ୍ମିଳନୀର ଅନୁଷ୍ଠିତ ହେଉଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏହି ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିଛନ୍ତି। ଏଠାରେ ସେ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫଙ୍କୁ ମଧ୍ୟ ଭେଟିଥିଲେ। କେବଳ ଏତିକି ନୁହେଁ ଶାହାବାଜ ସରିଫ ଆଗକୁ…
ଚାରି ବର୍ଷ ପରେ ଲଣ୍ଡନରୁ ପାକିସ୍ତାନ ଆସିଲେ ନୱାଜ ଶରିଫ, ଜାଣନ୍ତୁ କ’ଣ କହିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨୧/୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ଶରିଫ ଦୀର୍ଘ ଚାରି ବର୍ଷ ପରେ ଲଣ୍ଡନରୁ ସ୍ୱଦେଶ ଫେରିଛନ୍ତି। ଶନିବାର ଅପରାହ୍ନରେ ନୱାଜ ପାକିସ୍ତାନରେ ପହଞ୍ଚିବା ପରେ ଦଳୀୟ ନେତାମାନେ ଜୋରଦାର ସ୍ୱାଗତ ସହିତ ତାଙ୍କୁ ପାଛୋଟି ନେଇଥିଲେ। ନୱାଜ ବିମାନ…

