Tag Archives: Sheikh Hasina

ମୁଁ ଖୁବଶୀଘ୍ର ଫେରୁଛି…ଶେଖ ହସିନାଙ୍କ ବଡ଼ ଘୋଷଣା

ଢାକା,୮।୪: ପ୍ରଥମ ଥର ପାଇଁ, ବାଂଲାଦେଶର ନିର୍ବାସିତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ମହମ୍ମଦ ୟୁନୁସ ଏବଂ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ବିରୋଧରେ ଏକ ମୋର୍ଚ୍ଚା ଖୋଲିଛନ୍ତି। ହସିନା ୟୁନୁସଙ୍କୁ ଚୋର ଏବଂ ବାଂଲାଦେଶ ସରକାରଙ୍କୁ ଆତଙ୍କବାଦୀଙ୍କ ସରକାର ବୋଲି କହିଛନ୍ତି। ହସିନା…

ଶେଖ ହାସିନାଙ୍କ ପ୍ରତ୍ୟର୍ପଣକୁ ନେଇ ବାଂଲାଦେଶର ବୟାନ ଆଧାରହୀନ, ସୂତ୍ର କହୁଛି…

ଢାକା,୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୪ ଏପ୍ରିଲ, ୨୦୨୫) ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ ସହିତ ହିନ୍ଦୁଙ୍କ ସମେତ ବାଂଲାଦେଶରେ ସଂଖ୍ୟାଲଘୁଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇଥିଲେ। ଭାରତ ଆଶା ପ୍ରକାଶ କରିଛି ଯେ ବାଂଲାଦେଶ ସରକାର…

ୟୁନୁସଙ୍କୁ ଚେତାଇ ଦେଲେ ମୋଦି: ପରିବେଶକୁ ବିଗାଡ଼ିବା କାର୍ଯ୍ୟ କରନାହିଁ, ନଚେତ୍‌…

ବ୍ୟାଙ୍କକ,୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି BIMSTEC ଶିଖର ସମ୍ମିଳନୀ ଅବସରରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସଙ୍କୁ ଭେଟିଛନ୍ତି। ବାଂଲାଦେଶରେ ବିଦ୍ରୋହ ପରେ ଏହା ଦୁଇ ଦେଶର ଶୀର୍ଷ ନେତୃତ୍ୱ ମଧ୍ୟରେ ପ୍ରଥମ ବୈଠକ ଥିଲା। ପ୍ରଧାନମନ୍ତ୍ରୀ ମୋଦି ଏବଂ ୟୁନୁସଙ୍କ…

ଧମକ ଦେଲେ ଶେଖ ହସିନା: କହିଲେ, ସବୁର ପ୍ରତିଶୋଧ ନେବି

ଢାକା,୧୮।୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ୟୁନୁସ ସରକାରଙ୍କୁ ଧମକ ଦେଇଛନ୍ତି। ସେ ପ୍ରଦର୍ଶନକାରୀଙ୍କ ଆକ୍ରମଣରେ ପ୍ରାଣ ପୋଲିସ କର୍ମଚାରୀଙ୍କ ସ୍ତ୍ରୀମାନଙ୍କ ସହିତ ଏକ ଭର୍ଚୁଆଲ ଆଲୋଚନା କରିଥିଲେ। ଆଲୋଚନା ସମୟରେ ସେ ବାଂଲାଦେଶରେ ବୃଦ୍ଧି ପାଉଥିବା ଆତଙ୍କବାଦୀ କାର୍ଯ୍ୟକଳାପକୁ…

ଭାରତ ବିରୋଧରେ ପୁଣି ବିଷ ଓଗାଳିଲା ବାଂଲାଦେଶ: ଏମିତି କଲେ ପରିସ୍ଥିତି ହେବ ଖରାପ

ଢାକା,୭।୨(ପି.ଟି.):ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ଭାରତରେ ରହିଥିବାବେଳେ ମିଥ୍ୟା ଓ ମନଗଢ଼ା ମନ୍ତବ୍ୟ ଦେଉଥିବା ନେଇ ଢାକା ଗୁରୁବାର ନୂଆଦିଲ୍ଲୀ ନିକଟରେ ପ୍ରତିବାଦ ଜଣାଇଛି। ବାଂଲାଦେଶର ସାମ୍ପ୍ରତିକ ଶାସନ ବିରୋଧରେ ପ୍ରତିରୋଧ ପାଇଁ ଦେଶବାସୀ ସଂଗଠିତ ହେବାକୁ ବୁଧବାର ରାତିରେ…

ହାସିନାଙ୍କୁ ଭାରତୀୟ ନାଗରିକତା, ମୋଦି ସରକାର ନେବେ ବଡ଼ ନିଷ୍ପତ୍ତି! ବାଂଲାଦେଶର ସବୁ ଚାଲ୍‌ ଫେଲ୍‌

ନୂଆଦିଲ୍ଲୀ,୨୩।୧: ଗତ ବର୍ଷ ଅଗଷ୍ଟ ୪ରେ ବାଂଲାଦେଶରେ ବଡ଼ ଧରଣର ହିଂସା ଘଟିଥିଲା। ଏହି ହିଂସା ଏତେ ତୀବ୍ର ହୋଇଥିଲା ଯେ ସରକାର ତଥା ଦେଶର ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ଦେଶ ଛାଡିବାକୁ ପଡିଲା। ଏହି ହିଂସାରେ ଶହ ଶହ ଲୋକଙ୍କ…

ଭାରତରେ ଶେଖ ହାସିନାଙ୍କୁ ସ୍ଥାନ ଦେଇ ବଡ଼ ଅଡୁଆରେ ପଡ଼ିଲେ ମୋଦି, ଏବେ କରିବେ କ’ଣ?

ନୂଆଦିଲ୍ଲୀ,୩୧।୮: ବାଂଲାଦେଶରୁ ଭାରତକୁ ପଳାଇଆସିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନରେନ୍ଦ୍ର ମୋଦି ସରକାରଙ୍କ ସମସ୍ୟାକୁ ବଢାଇ ଦେଇଛନ୍ତି। ବାସ୍ତବରେ ବାଂଲାଦେଶର ବର୍ତ୍ତମାନର ସରକାର ତାଙ୍କ ପ୍ରତ୍ୟର୍ପଣ ପାଇଁ ନିରନ୍ତର ଦାବି କରୁଥିବାବେଳେ ସରକାର ତାଙ୍କ ଆଗରେ ନଇଁବାକୁ କରିବାକୁ ପ୍ରସ୍ତୁତ…

ଘରକୁ ଫେରିବେ କି ହାସିନା? ବାଂଲାଦେଶ ସହ ‘ପ୍ରତ୍ୟର୍ପଣ ସନ୍ଧି’ ପରେ ଚିନ୍ତାରେ ଭାରତ

ଢାକା/ନୂଆଦିଲ୍ଲା,୨୨ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନା ତାଙ୍କ ଦେଶକୁ ଫେରିବେ କି ନାହିଁ ଏହି ପ୍ରସଙ୍ଗରେ ଖୁବ୍‌ ଆଲୋଚନା ଚାଲିଛି। ଏହାର କାରଣ ହେଉଛି ବାଂଲାଦେଶରେ ତାଙ୍କ ବିରୋଧରେ ଅନେକ ଆପରାଧିକ ମାମଲା ବିଚାରାଧୀନ ଅଛି। ଏଭଳି ପରିସ୍ଥିତିରେ ବାଂଲାଦେଶର…

‘ମୋ ଦେଶବାସୀଙ୍କଠାରୁ ନ୍ୟାୟ ଚାହୁଁଛି’, ପଳାୟନ ପରେ ପ୍ରଥମ ଥର ମୁହଁ ଖୋଲିଲେ ଶେଖ ହସିନା

ନୂଆଦିଲ୍ଲୀ,୧୩।୮: ବାଂଲାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଢାକା ଛାଡିବା ପରେ ପ୍ରଥମ ଥର ମୁହଁ ଖୋଲିଛନ୍ତି। ପ୍ରଥମ ମନ୍ତବ୍ୟରେ ହସିନା କହିଛନ୍ତି ଯେ ଦେଶରେ ଦଙ୍ଗାକାରୀଙ୍କୁ ଦଣ୍ଡ ଦିଆଯାଉ। ଏଥିସହିତ ସେ ତାଙ୍କ ପିତା ଶେଖ ମୁଜିବୁର ରହମାନଙ୍କ ପ୍ରତିମୂର୍ତ୍ତିରେ…

ଆମେରିକା ମୋତେ କ୍ଷମତାରୁ ହଟାଇ ଦେଇଛି, ଏସବୁ କାରଣ କହିଲେ ହାସିନା

ଢାକା,୧୧ା୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଆମେରିକା ବିରୋଧରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ବର୍ତ୍ତମାନ ଭାରତରେ ରହୁଥିବା ହାସିନା କହିଛନ୍ତି, ସେଣ୍ଟ ମାର୍ଟିନ ଦ୍ୱୀପକୁ ହସ୍ତାନ୍ତର କରି ନ ଥିବାରୁ ଆମେରିକା ତାଙ୍କୁ କ୍ଷମତାରୁ ହଟାଇ ଦେଇଛି। ସେ…

ଶେଖ୍‌ ହସିନାଙ୍କୁ ଅନ୍ୟ ଦେଶକୁ ଯିବା ପାଇଁ କରାଯିବନି ବାଧ୍ୟ, ଜାଣନ୍ତୁ ଭାରତରେ ରହିବା ନେଇ କ’ଣ ରହିଛି ଯୋଜନା

ନୂଆଦିଲ୍ଲୀ,୭ା୮: ବାଂଲାଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନା ଦେଶ ଛାଡ଼ି ଭାରତ ଆସିଥିଲେ। ଏକ ବିଶେଷ ସୂତ୍ରରୁ ପ୍ରକାଶ ଯେ, ଭାରତ ସରକାର ଶେଖ ହସିନାଙ୍କୁ ଦିଲ୍ଲୀରୁ ଅନ୍ୟ ଦେଶକୁ ପଠାଇବେ ନାହିଁ। କୁହାଯାଉଛି ଯେ,…

ଏବେ କେଉଁଠି ଶରଣ ନେବେ ଶେଖ ହସିନା ? ବଡ଼ ଝଟକା ଦେଲା ଇଂଲଣ୍ଡ

ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶରେ ହିଂସାତ୍ମକ ଛାତ୍ର ବିରୋଧ ପ୍ରଦର୍ଶନ ଦେଶବ୍ୟାପୀ ଅଶାନ୍ତି ଏବଂ ସେନା କ୍ଷମତା ନିଜ ହାତକୁ ନେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଆସି ଶରଣ ପଶିଛନ୍ତି। ସୂଚନାନୁସାରେ, ଶେଖ ହସିନା ଆସନ୍ତା କିଛି ଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri