ଶେରି ସିଂ ହେଲେ ମିସେସ୍ ୟୁନିଭର୍ସ: ପ୍ରଥମ ଭାରତୀୟ ଭାବେ ରଚିଲେ ଇତିହାସ ନଏଡା/ମାନିଲା, ୧୩ା୧୦:୪୮ତମ ମିସେସ୍ ୟୁନିଭର୍ସ ପ୍ରତିଯୋଗିତାରେ ଭାରତ ଇତିହାସ ରଚିଛି। ଉତ୍ତରପ୍ରଦେଶର ଗ୍ରେଟର ନଏଡା ନିବାସୀ ଶେରି ସିଂ ଚଳିତ ବର୍ଷର ପ୍ରତିଷ୍ଠିତ ମିସେସ୍ ୟୁନିଭର୍ସ ଟାଇଟଲ ହାସଲ କରିଛନ୍ତି। ସେ ପ୍ରଥମ ଭାରତୀୟ ଭାବେ ଏହି ଟାଇଟଲ ଜିତି ଦେଶକୁ…