ବିସିସିଆଇ ନିଷ୍ପତ୍ତିକୁ କପିଳ ଦେବଙ୍କ ସମର୍ଥନ ନୂଆଦିଲ୍ଲୀ,୧ା୩: ଘରୋଇ କ୍ରିକେଟ ନ ଖେଳିଲେ ଖେଳାଳିଙ୍କୁ ଜାତୀୟ ଦଳ ଚୟନ ପାଇଁ ଗ୍ରହଣ କରାଯିବ ନାହିଁ ବୋଲି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ନେଇଥିବା ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି ପୂର୍ବତନ ବିଶ୍ୱକପ ବିଜୟୀ ଅଧିନାୟକ କପିଳ ଦେବ। ନିକଟରେ...