Tag Archives: shg

ଫେଲ୍‌ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍‌କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା ଚାଷ ପାଳନ କରିବା ପାଇଁ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଓଡ଼ିଶା ସରକାର…

ଦାରିଙ୍ଗବାଡ଼ିରେ ଦେବଗଡ଼ ଜିଲା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳା, ସ୍ବାବଲମ୍ବୀ ହେବାକୁ ଖୋଜୁଛନ୍ତି ବାଟ

ଦାରିଙ୍ଗବାଡ଼ି,୯ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଦେବଗଡ଼ ଜିଲାରୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ୯ ଜଣିଆ ଟିମ୍‌ ଆସିଛନ୍ତି। ସେମାନଙ୍କ ମୁଖ୍ୟ ଲକ୍ଷ୍ୟ ଦାରିଙ୍ଗବାଡ଼ି ଅଞ୍ଚଳରେ ବହୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀମାନେ ସ୍ବ ରୋଜଗାରକ୍ଷମ ହେବା ସହ ସଶକ୍ତ…

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶକ୍ତି ପ୍ରଦର୍ଶନ କଲେ ମିଶନ ଶକ୍ତି ମହିଳା

ବୁଗୁଡ଼ା,୨୪ା୯(କାଳୀଚରଣ ଦାଶ): ରାଜ୍ୟ ମିଶନ ଶକ୍ତି କର୍ମୀ ସଂଘର ଆହ୍ବାନ କ୍ରମେ ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ମିଶନ ଶକ୍ତି କର୍ମୀ ସଂଘ ବ୍ଲକ କାର୍ଯ୍ୟାଳୟ ଆଗରେ ଗଣଧାରଣା ଦେଇଛନ୍ତି। ବୁଗୁଡ଼ା ଏନ୍‌ଏସି ଏବଂ ବ୍ଲକର ୨୧ ପଞ୍ଚାୟତର ଏସ୍‌ଏଚ୍‌ଜି ମହିଳାଗଣ…

ପାରମ୍ପରିକ ଖାଦ୍ୟ ପ୍ରତି କମୁଛି ଯୁବପିଢ଼ିଙ୍କ ଆଗ୍ରହ, ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଚାଲିଛି ପ୍ରତିଯୋଗିତା

ଭଞ୍ଜନଗର,୧୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମଳାସପଦର ମା’ ଅମ୍ବିକା ଏସ୍‌ଏଚ୍‌ଜି ରାଜ୍ୟ ସ୍ତରୀୟ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛି। ଯାହାକୁ ନେଇ ଭଞ୍ଜନଗର ବ୍ଲକ ପ୍ରଶାସନ ଖୁସିବ୍ୟକ୍ତ କରିଛନ୍ତି। ବିଡିଓ ଭାରତୀ ଦେବୀ, ଏବିଡିଓ ପୂର୍ଣ୍ଣଚନ୍ଦ୍ର…

ଲକ୍ଷପତି ଦିଦି ଝରଣାଙ୍କୁ ସାବାସ ଜଣାଉଛି ଦାରିଙ୍ଗବାଡ଼ି, ରାଜ୍ୟର ବିଭିନ୍ନ ସ୍ଥାନକୁ ଯାଇ SHG ମହିଳାଙ୍କୁ ଦେଉଛନ୍ତି…

ଦାରିଙ୍ଗବାଡ଼ି,୧୩ା୬(ଅରୁଣ ସାହୁ): କନ୍ଧମାଳର ଝିଅ ତଥା ପ୍ରଥମ ଲକ୍ଷପତି ଦିଦି ଝରଣା ସାହୁ ଏବେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ କାର୍ଯ୍ୟ କରିବା ସହ ଏସ୍‌ଏଚ୍‌ଜିମାନଙ୍କୁ ମସଲା ଜାତୀୟ ସାମଗ୍ରୀ ପ୍ରସ୍ତୁତି ସହ ହଳଦୀ, ତେନ୍ତୁଳି, ଅଦା, ଅଁଳା ଭଳି ଜଙ୍ଗଲଜାତୀୟ…

ଥାନା ଘେରିଲେ ୫ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ, ମଦ ବ୍ୟବସାୟୀଙ୍କ ଗିରଫ ଦାବି

ଦାରିଙ୍ଗବାଡ଼ି,୧୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା କୁମ୍ଭାରୀଗାଁ ପଞ୍ଚାୟତ ତୁଡ଼ି ବିଜୁ ଗ୍ରାମରେ ମଦ ବିରୋଧ କରୁଥିବା ମହିଳାଙ୍କୁ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କ ଆକ୍ରମଣରେ ୨ ମହିଳା ଗୁରୁତର ହୋଇଛନ୍ତି। ଏନେଇ ଆନ୍ଦୋଳନ କରୁଥିବା ଶତାଧିକ…

SHG ମହିଳାଙ୍କ ପାଇଁ ଖୁସି ଖବର: ବିନା ସୁଧରେ ସରକାର ଦେବେ ୧୦ ଲକ୍ଷ ଟଙ୍କା ଋଣ

ଭୁବନେଶ୍ୱର, ୧୫ା୪(ସୁନିତ୍‌ ମିଶ୍ର):ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ଗୁଡ଼ିକ ପାଇଁ ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ରାଜ୍ୟ ସରକାର ଜାରି ରଖିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମଙ୍ଗଳବାର ଅନୁମୋଦନ ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ସୁଧମୁକ୍ତ ଋଣ ବ୍ୟବସ୍ଥାକୁ ମୁଖ୍ୟମନ୍ତ୍ରୀ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ପୁନର୍ଗଠନ ହେବ SHG, ଏଥିରେ ଯୋଡ଼ି ହେବେ…

ଭୁବନେଶ୍ୱର,୭ା୪: SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ…

ଜାଲ୍‌ ଦସ୍ତଖତ କରି ଏସ୍‌ଏଚ୍‌ଜିରୁ ୬ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୨୨ା୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଫଟକାଲ ମାଲ ପଞ୍ଚାୟତ ଅଧୀନସ୍ଥ ବୋରିଂପଦର ଗ୍ରାମସ୍ଥିତ ମା’ ବୃନ୍ଦାବତୀ ସ୍ବୟଂ ସହାୟକ ଗୋଷ୍ଠୀ ବୋରିଂପଦର ଗ୍ରାମର ପୂର୍ବତନ ସଭାପତି ରେବତୀ ମାଝୀ ଓ ପୂର୍ବତନ ସମ୍ପାଦିକା ତେଜସ୍ବିନୀ ମାଝୀଙ୍କ ମିଳିତ ଉଦ୍ୟମରେ…

ମହିଳା ମହାସଂଘ ଜମାଖାତାରୁ ୨୦ ଲକ୍ଷ ଟଙ୍କା ଆତ୍ମସାତ୍‌ କରିନେଲେ ସଭାନେତ୍ରୀ, ସମ୍ପାଦିକା

ବନ୍ତ,୧୪ା୮(ହରିନାରାୟଣ ମହାନ୍ତି): ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ପଧାନପଡ଼ା ପଞ୍ଚାୟତସ୍ତରୀୟ ମହିଳା ମହାସଂଘ ଜମାଖାତାରୁ ୨୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ୍‌ ନେଇ ଅଭିଯୋଗ ହୋଇଛି। ମହାସଂଘ ଅଧୀନରେ ଥିବା ସିଆର୍‌ପି ଓ ଏସଏଚ୍‌ଜିର ସଦସ୍ୟାମାନେ ବୁଧବାର ଏନେଇ ବିପିଏମ୍‌ (ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?