ସେକେଣ୍ଡ ଇନିଂସ… ପ୍ରେମିକା ସୋଫିଙ୍କ ସହ ଶିଖର ଧାୱନଙ୍କ ନିର୍ବନ୍ଧ ଶେଷ, ଏହିଦିନ ପଡ଼ିବ ହାତଗଣ୍ଠି
ନୂଆଦିଲ୍ଲୀ,୧୩।୧: ପୂର୍ବତନ ଭାରତୀୟ ଓପନର ଶିଖର ଧାୱନ ତାଙ୍କ ପ୍ରେମିକା ସୋଫି ସାଇନଙ୍କ ସହ ନିର୍ବନ୍ଧ ଘୋଷଣା କରିଛନ୍ତି । ଧାୱନ ସୋମବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ସେୟାର କରି ଏହି ଖବର ଦେଇଛନ୍ତି । ତେବେ ସେମାନେ…
ଶିଖର ଧାଓ୍ବନଙ୍କ ସହ ବହୁତ ବଡ଼ ଫ୍ରଡ! ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା
ନୂଆଦିଲ୍ଲୀ,୨୦।୧୧: ଭାରତୀୟ କ୍ରିକେଟର ଶିଖର ଧାୱନଙ୍କ ପରିଚାଳନା କମ୍ପାନୀର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅମିତେଶ ଶାହଙ୍କ ନାମ ଏକ ଏଫଆଇଆରରେ ରଖାଯାଇଛି। ଅମିତେଶ ଶାହ ମଧ୍ୟ ଏକ କମ୍ପାନୀ ଲେଗାକ୍ସିର ପ୍ରତିଷ୍ଠାତା ଏବଂ ସିଇଓ। ଏସିଆ କପ ସମୟରେ ଅନଧିକୃତ ବିଜ୍ଞାପନ…
ED ସ୍କାନର୍ରେ ଧାୱନ-ରାଇନା: ୧୧.୧୪ କୋଟି ସମ୍ପତ୍ତି ଜବତ
ନୂଆଦିଲ୍ଲୀ,୬।୧୧: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ପୂର୍ବତନ ଭାରତୀୟ କ୍ରିକେଟର ସୁରେଶ ରାଇନା ଏବଂ ଶିଖର ଧାୱନଙ୍କ ମୋଟ ୧୧.୧୪ କୋଟି ସମ୍ପତ୍ତିକୁ ଅସ୍ଥାୟୀ ଭାବରେ ଜବତ କରିଛି। ଏହି କାର୍ଯ୍ୟାନୁଷ୍ଠାନ ମନି ଲଣ୍ଡରିଂ ନିବାରଣ ଆଇନ (PMLA), ୨୦୦୨ ଅନୁଯାୟୀ ନିଆଯାଇଛି।…
ବଢିଲା ଶିଖର ଧାଓ୍ବନଙ୍କ ଅଡ଼ୁଆ: ED ସମନ ଜାରି
ନୂଆଦିଲ୍ଲୀ,୪।୯:ଭାରତୀୟ ଦଳର ପୂର୍ବତନ ଓପନର ଶିଖର ଧାଓ୍ବନଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) ସମନ କରିଛି। ଏକ ବେଟିଂ ଆପ ପ୍ରମୋସନ ସହ ଜଡିତ ଏକ ମାମଲାରେ ପଚରାଉଚରା ପାଇଁ ED ତାଙ୍କୁ ଡକାଯାଇଛି। ରିପୋର୍ଟ ଅନୁଯାୟୀ, ଏହି ତଦନ୍ତ ଧାୱନ ସୋସିଆଲ…
ପୁଣି ଭାରତ ବିରୋଧରେ ବିଷ ଓଗାଳିଲେ ଶାହିଦ ଆଫ୍ରିଦି: ଭାରତ ଖେଳିବାକୁ ମନା କରିବାପରେ…
ଇସଲାମାବାଦ୍,୨୧।୭: ବିଶ୍ୱ ଚାମ୍ପିଅନଶିପ ଅଫ ଲିଜେଣ୍ଡସ୍ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ବାତିଲ ହେବା ପରେ ଶାହିଦ ଆଫ୍ରିଦିଙ୍କ ପ୍ରତିକ୍ରିୟା ଆସିଛି। ଏହି ମ୍ୟାଚ ଜୁଲାଇ ୨୦ ତାରିଖରେ ବର୍ମିଂହାମରେ ଖେଳାଯିବାର ଥିଲା, କିନ୍ତୁ ଶିଖର ଧାୱନ, ସୁରେଶ ରାଇନା,…
ଅପରେଶନ ସିନ୍ଦୂର ପରେ ଏମିତି କ’ଣ ଲେଖିଦେଲେ ଶିଖର ଧାଓ୍ବନ, ଲୋକେ କହୁଛନ୍ତି ଆଫ୍ରିଦିଙ୍କୁ ଲାଗିବ ଝଟକା
ନୂଆଦିଲ୍ଲୀ,୮।୫: ଯେତେବେଳେ ୨୨ ଏପ୍ରିଲରେ ପହଲଗାମରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିଲା ଏବଂ ୨୬ ଜଣ ନିର୍ଦ୍ଦୋଷ ଲୋକଙ୍କ ଜୀବନ ଯାଇଥିଲା, ସେତେବେଳେ ପାକିସ୍ତାନୀ କ୍ରିକେଟର ଶାହିଦ ଆଫ୍ରିଦି ଭାରତୀୟ ସେନା ଉପରେ ପ୍ରଶ୍ନ ଉଠାଇଥିଲେ। ସେ ଗୋଟିଏ ପରେ ଗୋଟିଏ…
ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ
ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ ଆଜିକାଲି ପ୍ରାୟତଃ ଏକାଠି ଦେଖାଯାଉଛି। ଧାୱନ ଏବେ ସୋଫିଙ୍କ ସହିତ ଶ୍ରୀ ବାଗେଶ୍ୱର ବାଲାଜୀ…
ସବୁଠାରୁ ସୁନ୍ଦର ଯୁବତୀ ହେଉଛନ୍ତି ମୋ’ ପ୍ରେମିକା…କାହାକୁ ଏମିତି କହି ସମ୍ପର୍କରେ ମୋହର ମାରିଲେ ଧାଓ୍ବନ?
ନୂଆଦିଲ୍ଲୀ,୩।୪: ଚାମ୍ପିଅନ୍ସ ଟ୍ରଫି ୨୦୨୫ ସମୟରେ ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଓପନର୍ ଶିଖର ଧାଓ୍ବନଙ୍କ ଏକ ଭିଡିଓ ଭାଇରାଲ ହୋଇଥିଲା। ସେ ଜଣେ ‘ମିଷ୍ଟ୍ରି ଗର୍ଲ’ଙ୍କ ସହ ଖେଳର ମଜା ନେଉଥିଲେ। ଏହାପରଠାରୁ ସେ କିଏ ତାହା ଜାଣିବାକୁ ପ୍ରଶଂସକଙ୍କ…
Shikhar Dhawan with Mystery Girl: ଶିଖର ଧାଓ୍ବନଙ୍କୁ ମିଳିଗଲା ନୂଆ ଗର୍ଲଫ୍ରେଣ୍ଡ: ମିଷ୍ଟ୍ରି ଗର୍ଲଙ୍କ ସହ ଦେଖିଲେ ମ୍ୟାଚ୍
ଦୁବାଇ,୨୧।୨: ଭାରତ ବାଂଲାଦେଶକୁ ୬ ଉଇକେଟରେ ପରାସ୍ତ କରି ଚାମ୍ପିଅନ୍ସ ଟ୍ରଫି ୨୦୨୫ ଆରମ୍ଭ କରିଥିଲା। ଟିମ ଇଣ୍ଡିଆ ୨୧ ବଲ ବାକି ଥାଇ ୨୨୯ ରନର ଟାର୍ଗେଟ ହାସଲ କରିନେଇଥିଲା। ମହମ୍ମଦ ଶାମିଙ୍କ ପାଞ୍ଚ ଉଇକେଟ ଅକ୍ତିଆର ପରେ, ଶୁଭମନ…
ଶିଖର ଧାଓ୍ବନଙ୍କୁ ବଡ଼ ଦାୟିତ୍ୱ ଦେଲା ICC: ଏବେ କରିବେ ଏହି କାମ
ନୂଆଦିଲ୍ଲୀ,୧୩।୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଚାରି ଜଣ କ୍ରିକେଟର୍ଙ୍କୁ ବ୍ରାଣ୍ଡ ଆମ୍ବାସାଡରଙ୍କୁ ନିଯୁକ୍ତ କରିଛି। ଏଥିରେ ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନଙ୍କ ନାମ ମଧ୍ୟ ସାମିଲ ହୋଇଛି। ଫେବୃଆରୀ ୧୯ରୁ ମାର୍ଚ୍ଚ ୯…
ଆଇପିଏଲ୍ ପୂର୍ବରୁ ‘ଗବର’ଙ୍କ ଜଲଓ୍ବା
ନୂଆଦିଲ୍ଲୀ,୮।୩: ଆଇପିଏଲ ୨୦୨୪ ଆଉ କିଛି ଦିନ ବାକି ଅଛି ଏବଂ ଖେଳାଳିମାନେ ମଧ୍ୟ ଏହି ଦୁଇ ମାସର ଟୁର୍ନାମେଣ୍ଟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏହି ନାମଗୁଡିକ ମଧ୍ୟରୁ ଗୋଟିଏ ହେଉଛି ଭାରତୀୟ ଦଳର ଅଧିନାୟକ ଥିବା ଶିଖର ଧାୱନ। ଆଜିକାଲି…
ଆଇପିଏଲ୍ ପୂର୍ବରୁ ଚୌକା-ଛକା ବର୍ଷା କଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୫।୨: ମାର୍ଚ୍ଚ ୨୨ ରୁ ଆଇପିଏଲ୍ ୨୦୨୪ ଆରମ୍ଭ ହେବ। ଏହା ଆରମ୍ଭ ହେବାକୁ ମାତ୍ର ଅଳ୍ପ ଦିନ ବାକି ଅଛି। ଆଇପିଏଲ ପୂର୍ବରୁ ପ୍ରାୟ ସମସ୍ତ ଖେଳାଳି ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସଂପର୍କରେ ଶିଖର ଧାୱନ ମଧ୍ୟ ପଡ଼ିଆକୁ…
Archives


