ସେକେଣ୍ଡ ଇନିଂସ… ପ୍ରେମିକା ସୋଫିଙ୍କ ସହ ଶିଖର ଧାୱନଙ୍କ ନିର୍ବନ୍ଧ ଶେଷ, ଏହିଦିନ ପଡ଼ିବ ହାତଗଣ୍ଠି ନୂଆଦିଲ୍ଲୀ,୧୩।୧: ପୂର୍ବତନ ଭାରତୀୟ ଓପନର ଶିଖର ଧାୱନ ତାଙ୍କ ପ୍ରେମିକା ସୋଫି ସାଇନଙ୍କ ସହ ନିର୍ବନ୍ଧ ଘୋଷଣା କରିଛନ୍ତି । ଧାୱନ ସୋମବାର ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ସେୟାର କରି ଏହି ଖବର ଦେଇଛନ୍ତି । ତେବେ ସେମାନେ…