ପ୍ରଥମ ଥର କରୱା ଚୌଥ ବ୍ରତ ପାଳନ କଲେ ଶିଖର ଧୱନଙ୍କ ପତ୍ନୀ; କହିଲେ, ‘ମୁଁ ବହୁତ ଭାଗ୍ୟଶାଳୀ’
ନୂଆଦିଲ୍ଲୀ,୨୯।୧୦: ଆଜି ହେଉଛି କରୱା ଚୌଥ ପର୍ବ, ଯେଉଁ ଦିନ ପତ୍ନୀମାନେ ନିଜ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଉପବାସ ରଖିଥାନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ ଖେଳାଳି ଶିଖର ଧୱନ ନିକଟରେ ସୋଫି ଶାଇନଙ୍କୁ ବିବାହ କରିଛନ୍ତି। ଆୟର୍ଲାଣ୍ଡର ବାସିନ୍ଦା…

