ଯମୁନା’ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ପର୍ଯ୍ୟଟକ: ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର ବାତାବରଣ
ବାରିପଦା,୧୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍ ଅଞ୍ଚଳରେ ଅବସ୍ଥିତ ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଆଖପାଖ ସ୍ଥାନରେ ମହାବଳ ବାଘୁଣୀ ‘ଯମୁନା’କୁ ନେଇ ଆତଙ୍କ ଖେଳିଯାଇଛି। ଜଣେ ପର୍ଯ୍ୟଟକ ଯମୁନାର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଯାଇଥିବା ନେଇ ବିଶ୍ୱସ୍ତ...
ଶିମିଳିପାଳକୁ ଆସିଲା ମହାରାଷ୍ଟ୍ର ମହାବଳ
ଭୁବନେଶ୍ୱର,୨୭ା୧୦: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର...
ଶିମିଳିପାଳରେ ମହାବଳ ବାଘର ମୃତ୍ୟୁ
ବାରିପଦା,୮ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶାର ଏକମାତ୍ର ମହାବଳ ବାଘ ରହୁଥିବା ଶିମିଳିପାଳ ଅଭୟାରଣ୍ୟରେ ମହାବଳ ବାଘର ମୃତ୍ୟୁ ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଦକ୍ଷିଣ ଡିଭିଜନ ନଅଁଣା ସାଉଥ ରେଞ୍ଜ ଧୁଡୁରୁଚମ୍ପା ଅଞ୍ଚଳ ଜଙ୍ଗଲରେ ବାଘର ମୃତଦେହକୁ ବନ...
ଶିମିଳିପାଳରେ ହେବ କଳାବାଘ ସଫାରୀ
ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜ ଜିଲାର ଶିମିଳିପାଳରେ କଳାବାଘର ସଫାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଛନ୍ତି। Glad to announce that #Odisha is setting up an exclusive Melanistic Tiger Safari near Similipal Tiger...
Archives
