ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ… ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ ଅବରୋଧ କରିବାର ଘୋଷଣା କରିଥିଲା ବିଶ୍ୱର ପ୍ରାୟ ୨୦ ପ୍ରତିଶତ ତୈଳ ଏବଂ…