ଗୋପାଳପୁର ବନ୍ଦରରେ ଲାଗିଛି ନୌସେନା ଜାହାଜ ‘କୁଠାର’, ଦେଖିବାକୁ ପ୍ରବଳ ଭିଡ଼
ଛତ୍ରପୁର,୨୪ା୧୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଗୋପାଳପୁର ବନ୍ଦର ନିକଟ ବର୍ଥ ନଂ ୧ରେ ଭାରତୀୟ ନୌସେନାର ଯୁଦ୍ଧ ଜାହାଜ ‘କୁଠାର’ ରବିବାର ଲଙ୍ଗର ପକାଇଛି। ଏହି ଜାହାଜ ଦେଖିବାକୁ ସକାଳ ୯ଟାରୁ ଅପରାହ୍ନ ୪.୩୦ ମିନଟ୍ ପର୍ଯ୍ୟନ୍ତ ପର୍ଯ୍ୟଟକ, ସ୍ଥାନୀୟ...
ଜାହାଜକୁ ଗିରଫ ପାଇଁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ
ପାରାଦୀପ,୧୬ା୮: ପାରାଦୀପରେ ଆଉ ଏକ ଜାହାଜକୁ ଗିରଫ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ କୁଜଙ୍ଗ ସବ୍ଜଜ୍ଙ୍କୁ ମାର୍ଶାଲ ରୂପେ ନିଯୁକ୍ତ କରାଯାଇଛି। ହାଇକୋର୍ଟଙ୍କ ପରବର୍ତ୍ତୀ ଆଦେଶ ନ ମିଳିବା ପର୍ଯ୍ୟନ୍ତ ଜାହାଜ ପାରାଦୀପ ଛାଡ଼ି କୁଆଡ଼େ ଯାଇପାରିବ...
ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…
ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍ ହରି କୁମାର ସେହିଦିନ ଅବସର ନେବେ।...
ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ
ଜେରୁଜେଲମ୍,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ...
ଇରାନ କବ୍ଜାରେ ଇସ୍ରାଏଲ ଜାହାଜ: ଏଥିରେ ଅଛନ୍ତି ୧୭ ଭାରତୀୟ, ବଢୁଛି ଚିନ୍ତା
ଜେରୁଜେଲମ୍,୧୩ା୪: ଶନିବାର ଇରାନର ସମୁଦ୍ର ତଟରକ୍ଷୀ ହର୍ମୁଜ୍ ଷ୍ଟ୍ରେଟ୍ରେ ଇସ୍ରାଏଲ ସହ ଜଡ଼ିତ ଏକ ମାଲ୍ ପରିବହନ ଜାହାଜ ଜବତ କରିଛନ୍ତି। ଏହି ଜାହାଜରେ ୧୭ ଜଣ ଭାରତୀୟ ମଧ୍ୟ ଅଛନ୍ତି, ଯାହା ପରେ ନାଗରିକଙ୍କ ନିରାପଦ ପ୍ରତ୍ୟାବର୍ତ୍ତନ ପାଇଁ...
ଅଥଳ ସାଗରରେ ଜାହାଜରୁ ଇନ୍ଧନ ସରିଗଲେ କ’ଣ ହୁଏ ଜାଣନ୍ତି…
ଆମ ଚାରିପାଖରେ ଥିବା ଜିନିଷଗୁଡ଼ିକ ଆମ ମନରେ ଅନେକ ସମୟରେ ଆକର୍ଷଣୀୟ ପ୍ରଶ୍ନ ସୃଷ୍ଟି କରେ। ଜଳ ଜାହାଜ ବିଷୟରେ ଏପରି ଏକ ପ୍ରଶ୍ନ ଉଠିଛି। ଆମେ ସମସ୍ତେ ଜାଣୁ ଯେ ଏକ ବିମାନ ବାୟୁରେ ଇନ୍ଧନରେ ଚାଲିଥାଏ ଏବଂ...
Archives
