ବନ୍ୟାପାଣିରେ ବୁଡ଼ିଲା ଶିବମନ୍ଦିର, ଫସିଲେ ପୂଜକ ଦମ୍ପତି, ୮ ଘଣ୍ଟା ପରେ…
କୁଚିଣ୍ଡା,୧୬ା୮(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକରେ ପ୍ରବାହିତ ଖର୍ଲା ନଦୀରେ ବନ୍ୟା ଆସିଛି। ବନ୍ୟାପାଣି ମାଡ଼ି ଆସିବାରୁ ଚକଦରହ ଶିବମନ୍ଦିରଟି ପାଣିରେ ଅଧା ବୁଡ଼ି ଯାଇଥିଲା। ଫଳରେ ମନ୍ଦିରରେ ଅବସ୍ଥାନ କରୁଥିବା ପୂଜକ ମିତ୍ରଭାନୁ ପଟେଲ ଓ ତାଙ୍କ ସ୍ତ୍ରୀ…
ପୁଣି ଶିବମନ୍ଦିରକୁ ଟାର୍ଗେଟ୍ କଲେ ଦୁର୍ବୃତ୍ତ, ମନ୍ଦିର ଖୋଲିଲା ବେଳକୁ ଏମିତି ଦେଖି…
ଗଞ୍ଜାମ,୨୬ା୪(ବିଦ୍ୟାଧର ସାହୁ): କିଛି ଦିନର ନୀରବତା ପରେ ପୁଣି ଶିବ ମନ୍ଦିରକୁ ଟାର୍ଗେଟ କରିଛନ୍ତି ଦୁର୍ବୃତ୍ତ। ଗଞ୍ଜାମ ବ୍ଲକ ଅନ୍ତର୍ଗତ ସନ୍ତୋଷପୁର ପଞ୍ଚାୟତ ସାନ ଗୋପାଳପୁର ଗ୍ରାମରେ ଥିବା ବାବା ମଲିକେଶ୍ୱର ମନ୍ଦିର ହୁଣ୍ଡିରୁ ଦୁର୍ବୃତ୍ତମାନେ ଟଙ୍କା ଚୋରି କରି ନେଇଥିବା…
ଶିବ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଲୁଟିନେଲେ ଦୁର୍ବୃତ୍ତ
ପରଜଙ୍ଗ,୨୪ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ତୋର ପଞ୍ଚାୟତ ଅନ୍ତର୍ଗତ ଚାନ୍ଦପୁର ଗାଁ ଶିବ ମନ୍ଦିରରୁ ଶୁକ୍ରବାର ରାତିରେ ଲକ୍ଷାଧିକ ଟଙ୍କାର ମନ୍ଦିର ସାମଗ୍ରୀ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ମନ୍ଦିର କବାଟ ତାଲା ଭାଙ୍ଗି ମନ୍ଦିର ଭିତରେ ଥିବା ପିତ୍ତଳ…

