ଫାଇନାଲ୍ ପୂର୍ବରୁ ଏହି କାମ କରିଥିଲେ ଅଭିଷେକ ଶର୍ମା: ବିସ୍ଫୋରକ ବ୍ୟାଟିଂ ପରେ କଲେ ବଡ଼ ଖୁଲାସା
ଅହମ୍ମଦାବାଦ୍,୯।୩: ଟି୨୦ ବିଶ୍ୱକପରେ ଲଗାତାର ତିନିଥର ଶୂନରେ ଆଉଟ ହୋଇଥିଲେ ଅଭିଷେକ ଶର୍ମା। କିନ୍ତୁ ସେ ଟି୨୦ ବିଶ୍ୱକପ ଫାଇନାଲରେ ଚମତ୍କାର ପ୍ରଦର୍ଶନ କରି ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ୨୧ ବଲ୍ରେ ୫୨ ରନ କରିଥିଲେ।…
ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ
ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଚଳିତ ବିଶ୍ୱକପ୍ ଗ୍ରୁପ୍ ପର୍ଯ୍ୟାୟରେ ଲଗାତାର ଚତୁର୍ଥ ବିଜୟ ହାସଲ କରି ନିଜର…
T20 ବିଶ୍ୱକପ୍ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍ର ଲକ୍ଷ୍ୟ
ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍ ୨୦୨୬ର ଶେଷ ଗ୍ରୁପ୍ ମ୍ୟାଚ୍ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍ର ଏକ ବଡ ସ୍କୋର ଛିଡ଼ା କରିଛି। ଭାରତୀୟ ମଧ୍ୟକ୍ରମର ବ୍ୟାଟର ଶିବମ ଦୁବେଙ୍କ ଧୂଆଁଧାର ବ୍ୟାଟିଂ ବଳରେ ଦଳ…
ମାତ୍ର ୨ ବଲ୍ରେ ବଡ଼ ରେକର୍ଡ ଭାଙ୍ଗିଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ପଡ଼ିଆରେ ରୋମାଞ୍ଚକର ଯୁଦ୍ଧ
ନୂଆଦିଲ୍ଲୀ,୧୩।୨: ୨୦୨୬ ଟି-୨୦ ବିଶ୍ୱକପର ୧୮ତମ ମ୍ୟାଚରେ ଟିମ ଇଣ୍ଡିଆ ନାମ୍ବିଆ ବିପକ୍ଷରେ ସହଜ ବିଜୟ ହାସଲ କରିଛି। ଏହି ମ୍ୟାଚରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ଶିବମ ଦୁବେଙ୍କ ମଧ୍ୟରେ ଏକ ରୋମାଞ୍ଚକର ଯୁଦ୍ଧ ହୋଇଥିଲା। ଉଭୟ…
ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର
ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…
ବନ୍ଧୁତାରୁ ପ୍ରେମ…IPL ଖେଳୁଥିବା ଏହି କ୍ରିକେଟର ନିଜଠାରୁ ୭ ବର୍ଷ ବଡ଼ ମୁସଲମାନ ଅଭିନେତ୍ରୀଙ୍କୁ କରିଛନ୍ତି ବିବାହ, ଏବେ…
ନୂଆଦିଲ୍ଲୀ,୬।୪: ବନ୍ଧୁତା ଧୀରେ ଧୀରେ ପ୍ରେମରେ ପରିଣତ ହୋଇଥିଲା। ଶେଷରେ ସେମାନେ ଆଉ ପାଦେ ଆଗକୁ ଯାଇ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଆମେ କହୁଛୁ ଆଇପିଏଲ ଖେଳୁଥିବା କ୍ରିକେଟର ଶିବମ ଦୁବେଙ୍କ କଥା। ଜଣେ ହିନ୍ଦୁ ହେଲେ ବି ସେ…
Archives


