ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା...