ଅଭିନେତ୍ରୀ ଦିଶା ପଟାନୀଙ୍କ ଘର ଉପରକୁ ପୁଣି ବୋମାମାଡ଼, ସାମ୍ନାକୁ ଆସିଲା ସୁଟରଙ୍କ ସ୍କେଚ୍ ମୁମ୍ବାଇ,୧୪ା୯: ବରେଲିରେ ଅଭିନେତ୍ରୀ ଦିଶା ପଟାନୀଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ତେବେ ୨୪ ଘଣ୍ଟା ଭିତରେ ତାଙ୍କ ଘର ଉପରକୁ ଦ୍ୱିତୀୟଥର ବୋମାମାଡ଼ ହୋଇଛି। ଇତିମଧ୍ୟରେ ଗୁଳିମାଡ଼ କରିଥିବା ସୁଟରଙ୍କ ସ୍କେଚ୍ ସାମ୍ନାକୁ ଆସିଛି। ସୁଟରକୁ ଧରିବା ପାଇଁ...