Tag Archives: shooting

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌ ଚଳାଇଛି। ଆକ୍ରମଣକାରୀ କିଏ ଓ କାରଣ କ’ଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି।...

ଅଶାନ୍ତ କାଲିଫର୍ନିଆ: ଭିଷଣ ଗୁଳିକାଣ୍ଡରେ ୪ ମୃତ ୧୦ ଆହତ

କାଲିଫର୍ନିଆ,୩୦।୧୧: ଆମେରିକାର କାଲିଫର୍ନିଆରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଷ୍ଟକଟନର ଏକ ବ୍ୟାଙ୍କେଟ ହଲରେ ହୋଇଥିବା ଅଚାନକ ଗୁଳିକାଣ୍ଡରେ ଅନେକ ଲୋକ ପ୍ରାଣ ହରାଇଛନ୍ତି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଘଟଣାସ୍ଥଳେ ଚାରି ଜଣଙ୍କର ମୃତ୍ୟୁ ଘଟିଛି...

୬ ବର୍ଷ ଶିଶୁର ଗୁଳିରେ ଆହତ ହୋଇଥିବା ଶିକ୍ଷୟିତ୍ରୀଙ୍କୁ ମିଳିବ ୧୦ ମିଲିୟନ ଡଲାର, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଓ୍ବାଶିଂଟନ,୭।୧୧: ଆମେରିକାର ଭର୍ଜିନିଆ ରାଜ୍ୟରେ ଜଣେ ଛଅ ବର୍ଷର ଛାତ୍ର ତାଙ୍କ ଶିକ୍ଷୟିତ୍ରୀଙ୍କୁ ଗୁଳି କରି ଆହତ କରିଥିଲେ। ଆହତ ଶିକ୍ଷୟିତ୍ରୀ, ଆବିଗାଲ ଜ୍ୱର୍ନର, ଅଭିଯୋଗ କରିଛନ୍ତି ଯେ ସେ ପଢ଼ାଉଥିବା ନ୍ୟୁପୋର୍ଟ ନ୍ୟୁଜ ପ୍ରାଥମିକ ବିଦ୍ୟାଳୟର ସ୍କୁଲ ପ୍ରିନ୍ସିପାଲଙ୍କୁ...

କବାଡ଼ି ଖେଳାଳିଙ୍କୁ ଗୁଳି କରି ହତ୍ୟା, ନିଜକୁ ଦାୟୀ କଲା ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ

ଚଣ୍ଡିଗଡ଼,୫।୧୧: ପଞ୍ଜାବରେ କବାଡି ଖେଳାଳିଙ୍କ ଉପରେ ଆକ୍ରମଣ ବୃଦ୍ଧି ପାଉଛି। ଗତକାଲି ବିଳମ୍ବିତ ରାତିରେ ଲୁଧିଆନା ଜିଲାର ସମରାଲା ବ୍ଲକ ଅନ୍ତର୍ଗତ ମାନକି ଗାଁରେ ଆଉ ଏକ ବଡ଼ ଘଟଣା ଘଟିଛି, ଯେଉଁଠାରେ ୨୩ ବର୍ଷୀୟ କବାଡି ଖେଳାଳି ଗୁରବିନ୍ଦର...

ଅଲମ୍ପିକ୍ସରେ ବଢ଼ିଲା ପଦକ ଆଶା, ଫାଇନାଲ୍‌ରେ ପହଞ୍ଚିଲେ ସ଼୍ବପ୍ନିଲ୍‌

ନୂଆଦିଲ୍ଲୀ, ୩୧।୦୭: ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଶୁଟରମାନେ ଚମତ୍କାର ପ୍ରଦର୍ଶନ ଜାରି ରଖିଛନ୍ତି । ମନୁ ଭାକର ଏବଂ ସରବଜୋତ ସିଂ ପଦକ ଜିତିବା ପରେ ସ଼୍ବପ୍ନିଲ କୁସାଲେ ୫୦ ମିଟର ୩ ପୋଜିସନର ଫାଇନାଲରେ ପ୍ରବେଶ କରିଛନ୍ତି। ଅନ୍ୟପଟେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri