ପ୍ରେମ ସମ୍ପର୍କକୁ ନେଇ ଗାଁରେ ଗୁଳିମାଡ଼ କଲେ ପ୍ରେମିକ, ଫେରାର ହୋଇଯିବା ବେଳେ ଗୋଡ଼ାଇ ଗୋଡ଼ାଇ… ମୋହନା୫ା୧( ମନ୍ମଥ ମିଶ୍ର ): ପ୍ରେମ ସମ୍ପର୍କକୁ ନେଇ ଯୁବକକୁ ଗୁଳିମାଡ଼ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଢେପାସାହି ଗାଁରେ। ଗାଁରେ ଦୀର୍ଘଦିନ ଧରି ପ୍ରେମ ସମ୍ପର୍କକୁ ନେଇ ବିବାଦ...