ବ୍ରହ୍ମପୁର,୬।୧୦: ବ୍ରହ୍ମପୁର ସହରର ବ୍ରହ୍ମାନଗର ଅଞ୍ଚଳରେ ଭାଜପା ନେତା ତଥା ବରିଷ୍ଠ ଆଇନ୍ଜୀବୀ ପୀତବାସ ପଣ୍ଡାଙ୍କୁ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍କେସିଜି ମେଡିକାଲରେ…