ଦୋକାନରେ ଶୋଇଥବା ବେଳେ ଲାଗିଗଲା ନିଆଁ, ଦୋକାନୀ ଜୀବନ୍ତଦଗ୍ଧ ପାଟକୁରା ୨୭/୧୨(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡା ଜିଲା ଗରଦପୁର ବ୍ଳକ ଅଧୀନ କଳାବୁଦା ବାରୁଣୀ ବଜାରରେ ଶନିବାର ଏକ ଦୁଃଖଦ ଘଟଣା ଘିଟିଛି । ଏହି ବଜାରର ଦୁର୍ଗା ମଣ୍ଡପକୁ ଲାଗିଥିବା ପରିବା ଦୋକାନରେ ଅଗ୍ନିକାଣ୍ଡ ଘଟିଛି ।...