ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ ମଲରେ ଆଖିବୁଜା ଗୁଳି ଚଳାଇଥିଲା। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ଆଶଙ୍କା…