‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟାର୍ଗେଟ କରି କହିଛନ୍ତି, ‘କଂଗ୍ରେସ ଏକ ବିଶ୍ୱସ୍ତରୀୟ…