ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ ନ ଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ତେବେ ୭ଟି ଶିଳ୍ପାନୁଷ୍ଠାନ…